Odia News Portal

ଓଡ଼ିଶାରେ ତୃତୀୟ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ତୃତୀୟ କରୋନା ପଜିଟିଭ୍ ଚିହ୍ନଟ । ଓଡିଶାରେ ଆଉ ଏକ କରୋନା ପଜିଟିଭ୍ ଚିହ୍ନଟ ହୋଇଛି । ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩କୁ ବୃଦ୍ଧି ପାଇଛି ।

ରାଜଧାନୀ ଭୁବନେଶ୍ୱରରେ ତୃତୀୟ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଏନେଇ ଟ୍ୱିଟ୍ ଯୋଗେ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।