Odia News Portal

ରାଜ୍ୟର ୮ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି

ଭୁବନେଶ୍ବର : ୮ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି କଲା ପାଣି ପାଗ ବିଭାଗ। କାଲି ସକାଳ ୮.୪୫ ମଧ୍ୟରେ  ଓଡିଶାର କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କନାଳ ଓ ରାୟଗଡାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ୩୦-୪୦ କି.ମି ବେଗରେ ପବନ ଓ ଘଡଘଡି ସହ ବର୍ଷା ହେବ ବୋଲି ଆକଳନ କରିଛି ଭୁବନେଶ୍ବର ସ୍ଥିତ ଆଞ୍ଚଳିକା ପାଣିପାଗ ବିଭାଗ।