Odia News Portal

ସ୍ୱାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ବରିଷ୍ଠ ଜନନେତା ଭବାନୀ ଚରଣ ପଟ୍ଟନାୟକଙ୍କର ପରଲୋକ ହୋଇଛି । କ୍ୟାପିଟାଲ୍‌ ହସପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି ।

ଭବାନୀ ପଟ୍ଟନାୟକ ସ୍ୱାଧୀନତା ସଂଗ୍ରାମୀ ସହ ୩ ଥର ରାଜ୍ୟ ସଭାକୁ ମନୋନୀତ ହୋଇଥିଲେ । ୨୦୧୮ ମସିହାରେ ତାଙ୍କୁ ପଦ୍ମଶ୍ରୀ ଉପାଧୀ ପ୍ରଦାନ କରାଯାଇଥିଲା ।