ଭୁବନେଶ୍ୱର : ଭୁବନେଶ୍ୱରରେ ପହଞ୍ଚିଛନ୍ତି ଦୁଇ କେନ୍ଦ୍ରମନ୍ତ୍ରୀ । ଦୁଇ କେନ୍ଦ୍ରମନ୍ତ୍ରୀ ହେଉଛନ୍ତି ପ୍ରତାପ ଷଡ଼ଙ୍ଗୀ ଓ ଧର୍ମେନ୍ଦ୍ର ପ୍ରଧାନ । ଶପଥ ଗ୍ରହଣ ପରେ ପ୍ରଥମ ଥର ଭୁବନେଶ୍ୱର ଆସିଛନ୍ତି ଦୁଇ କେନ୍ଦ୍ର ମନ୍ତ୍ରୀ ।ରାଜ୍ୟ ବିଜେପି ପକ୍ଷରୁ ଦୁଇ କେନ୍ଦ୍ରମନ୍ତ୍ରୀଙ୍କ ସ୍ୱାଗତ ସମ୍ବର୍ଦ୍ଧନା କରାଯାଉଛି । ମହାପ୍ରଭୁଙ୍କ ଦର୍ଶନ କରିବା ପାଇଁ ମଧ୍ୟ ପୁରୀ ଯିବେ ଦୁଇ କେନ୍ଦ୍ର ମନ୍ତ୍ରୀ ।