Odia News Portal

ଆଜି ପୁଣି ୮୦୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର : ଆଜି ରାଜ୍ୟରେ ୮୦୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗଞ୍ଜାମରେ ସର୍ବାଧିକ ୪୩୧, କଟକରୁ ୬୨, ରାୟଗଡ଼ାରୁ ୪୭, ଗଜପତିରୁ ୩୪, କେନ୍ଦୁଝରରୁ ୨୯, ସୁନ୍ଦରଗଡ଼ରୁ ୨୪, ନୟାଗଡ଼ରୁ ୨୩, ଯାଜପୁରରୁ ୨୧, କନ୍ଧମାଳରୁ ୧୯, ବାଲେଶ୍ୱରରୁ ୧୪, କେନ୍ଦ୍ରାପଡ଼ାରୁ ୧୪, ମୟୁରଭଞ୍ଜରୁ ୧୪, ଭଦ୍ରକରୁ ୧୩, ଖୋର୍ଦ୍ଧାରୁ ୧୨, ବରଗଡ଼ରୁ ୧୧, ମାଲକାନଗିରିରୁ୧୦, ବଲାଙ୍ଗୀରରୁ ୭, ସମ୍ବଲପୁରରୁ ୭, ଝାରସୁଗୁଡ଼ାରୁ ୬, ଢ଼େଙ୍କାନାଳରୁ ୪, ଅନୁଗୁଳରୁ ୩, କୋରାପୁଟ ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହା ପରେ ରାଜ୍ୟରେ କରୋନା ଆକ୍ରାନ୍ତ ସୁସ୍ଥଙ୍କ ସଂଖ୍ୟା ୧୯୭୪୫କୁ ବୃଦ୍ଧି ପାଇଛି ।