ଭୁବନେଶ୍ୱର : ହାତ ଧରାଧରି ହୋଇ ବିଜେପି ଛାଡିଥିଲେ ବିଜୟ ମହାପାତ୍ର ଓ ଦିଲ୍ଲୀପ ରାୟ । ଉଭୟ ଥିଲେ ବିଜେପିର
ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ। ଦିଲ୍ଲୀପ ନବୀନ ନିବାସ ଯାଇ ବିଜେଡି ମିଶିବାପାଇଁ ଯୋଜନା କରି ନିରଶ ହୋଇଥିବା ବେଳେ ବିଜୟ ବିଜେପିକୁ ବାହୁଡି ଏବେ ପାଟକୁରାରୁ ପ୍ରାର୍ଥୀ ହୋଇଛନ୍ତି । ପାଟକୁରାର ବିଜେଡି ପ୍ରାର୍ଥୀ ବେଦପ୍ରକାଶ ଅଗ୍ରୱାଲଙ୍କ ମୃତ୍ୟୁ ଯୋଗୁଁ ଏହି ଆସନରେ ନିର୍ବାଚନ ଘୁଞ୍ଚି ଆସନ୍ତା ୨୦ ତାରିଖରେ ହେବାକୁ ଯାଉଛି । ବେଦୁ ବାବୁଙ୍କ ମୃତ୍ୟୁ ପୂର୍ବରୁ ବିଜୟଙ୍କ ନିର୍ବାଚନ ପ୍ରଚାର ସମୟରେ ଦିଲ୍ଲୀ ରାୟ ତାଙ୍କ ସମର୍ଥନରେ ପାଟକୁରା ଯାଇଥିଲେ ।


ଅଭିଜ୍ଞ ନେତା ଦିଲ୍ଲୀପ କିନ୍ତୁ ନିରବ ।