ଭୁବନେଶ୍ୱର : ରାଜ୍ୟରେ ଆଜି ଆଉ ୧୫୩୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ତେବେ ଖୋର୍ଦ୍ଧାରୁ ୨୮୭, ସୁନ୍ଦରଗଡ଼ରୁ ୧୭୮, ଗଞ୍ଜାମରୁ ୧୫୬, କନ୍ଧମାଳରୁ ୧୦୫, ପୁରୀରୁ ୯୬, କଟକରୁ ୮୪, କୋରାପୁଟରୁ ୭୩, ବରଗଡ଼ରୁ ୭୦, ନୟାଗଡ଼ରୁ ୬୩, ମାଲକାନଗିରିରୁ ୫୮, ବାଲେଶ୍ୱରରୁ ୫୨, କଳାହାଣ୍ଡିରୁ ୪୭, ଭଦ୍ରକରୁ ୪୨, ଯାଜପୁରରୁ ୩୯, ଗଜପତିରୁ ୨୭,
କେନ୍ଦ୍ରାପଡ଼ାରୁ ୨୦, ସମ୍ବଲପୁରରୁ ୨୦, ଝାରସୁଗୁଡାରୁ ୧୯, ମୟୁରଭଞ୍ଜରୁ ୧୭, କେନ୍ଦୁଝରରୁ ୧୭, ଢ଼େଙ୍କାନାଳରୁ ୧୫, ରାୟଗଡ଼ାରୁ ୧୪, ନବରଙ୍ଗପୁରରୁ ୧୩, ବଲାଙ୍ଗିରରୁ ୭, ବୌଦ୍ଧରୁ ୭, ଜଗତସିଂହପୁରରୁ ୬, ନୂଆପଡ଼ାରୁ ୨, ସୋନପୁରରୁ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାପରେ ରାଜ୍ୟରେ କରୋନା ଆକ୍ରାନ୍ତ ସୁସ୍ଥଙ୍କ ସଂଖ୍ୟା ୪୫୩୧୪କୁ ବୃଦ୍ଧି ପାଇଛି ।