Odia News Portal

ସିନିୟର ମହିଳା ଫୁଟବଲ ଟିମ୍‌ରେ କିସ୍‌ ଛାତ୍ରୀ ସଞ୍ଜୁକ୍ତା

ଭୁବନେଶ୍ୱର : ଓଡ଼ିଶା ସିନିୟର ମହିଳା ଫୁଟବଲ ଟିମ୍‌ରେ କିସ୍‌ ଛାତ୍ରୀ ସଞ୍ଜୁକ୍ତା ତିର୍କି । ଭାରତୀୟ ଟିମରେ ଗୋଲକିପର ଭାବେ ଖେଳିବାକୁ ସଞ୍ଜୁକ୍ତା ମନୋନୀତ ହୋଇଛନ୍ତି ।

ଅରୁଣାଚଳ ପ୍ରଦେଶରେ ହେବାକୁ ଥିବା ୨୫ତମ ମହିଳା ଫୁଟବଲ ଚାମ୍ପିୟନସିପ୍‌ରେ ସେ ଭାଗ ନେବେ । ୧୦ରୁ ୨୪ ସେପ୍ଟେମ୍ବର ଯାଏ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ ।