Odia News Portal

ମର୍ମନ୍ତୁଦ ସଡକ ଦୁର୍ଘଟଣା, ୬ଗୁରୁତର ଆହତ

ଭୁବନେଶ୍ୱର : ମର୍ମନ୍ତୁଦ ସଡକ ଦୁର୍ଘଟଣା। କଟକ- ଭୁବନେଶ୍ୱର ଜାତୀୟ ରାଜପଥ ପ୍ରତାପନଗରୀ ନିକଟରେ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ ବିଶ୍ୱାଳ ନାମକ ଏହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଗୁରୁତର ଆହତ ମାନଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଛି।