Odia News Portal

ବିଜେଡିରେ ମିଶିଲେ ଖୋର୍ଦ୍ଧା ପୋୖର ପରିଷଦର ୫ ଜଣ ସ୍ୱାଧୀନ କାଉନସିଲର

ବିଜେଡିର ମିଶ୍ରଣ ପର୍ବ। ବିଜୁ ଯୁବ ଜନତାଦଳ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ଯୋଗ ଦେଇଛନ୍ତି ଖୋର୍ଦ୍ଧା ପୋୖର ପରିଷଦର ୫ ଜଣ ସ୍ୱାଧୀନ କାଉନସିଲର । ସାଂସଦ ମୁନା ଖାଁ,ଖୋର୍ଦ୍ଧା ଜିଲ୍ଲା ସଭାପତି ବିଭୁତି ବଲବନ୍ତରାୟ,ବିଧାୟକ ଜିତୁ ମିତ୍ରଙ୍କ ଉପସ୍ଥିତିରେ ସେମାନେ ସାମିଲ ବିଜେଡିରେ ସାମିଲ ହୋଇଛନ୍ତି। ଏ ମିଶ୍ରଣ ଖୋର୍ଦ୍ଧା ଜିଲ୍ଲାରେ ବିଜେଡିର ସଂଗଠନକୁ ଆଗକୁ ନେବାକୁ ସହାୟକ ହେବ ବୋଲି କହିଛନ୍ତି ବିଜେଡି ନେତା ।