ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିଛି । ଅଳକା ମହାନ୍ତିଙ୍କୁ ଦଳୀୟ ପ୍ରାର୍ଥୀ ଭାବେ ମନୋନୀତ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।
ଅଳକା ମହାନ୍ତି ହେଉଛନ୍ତି ପୂର୍ବତନ ବିଧାୟକ ସ୍ବର୍ଗତ କିଶୋର କୁମାର ମହାନ୍ତିଙ୍କ ପତ୍ନୀ ।
Recover your password.
A password will be e-mailed to you.