Odia News Portal

ପୁରୀରେ ଫୁଟିଲା ବୋମା

ପୁରୀ ସଦର ନିର୍ବାଚନୀ ମଣ୍ଡଳୀରେ ବୋମା ମାଡ। କାଶୀହରିପୁର ପଞ୍ଚାୟତରେ ବୋମାମାଡ଼ କରିଛନ୍ତି ଦୁର୍ବୃତ୍ତ । ୩ଟି ବୋମାରୁ ଗୋଟିଏ ଫୁଟିଛି ଓ ଅନ୍ୟ ଦୁଇଟି ଅଫୁଟା ରହିଛି । ଘଟଣା ସ୍ଥଳରେ ସଦର ଥାନା ପୋଲିସ୍ ତଦନ୍ତ ଜାରି ରଖିଛି ।