Odia News Portal

କୋହିନୂର ମୁକୁଟ ପିନ୍ଧିବେନି ବ୍ରିଟେନ୍ ରାଣୀ

ବ୍ରିଟେନର ନୂଆ ରାଣୀ ଅର୍ଥାତ୍ କିଙ୍ଗ ଚାର୍ଲସ-୩ଙ୍କ ପତ୍ନୀ କାମିଲା ରାଜ୍ୟାଭିଷେକ ବେଳେ ରାଣୀ ଏଲିଜାବେଥଙ୍କ କୋହିନୂର ଖଚିତ ମୁକୁଟ ପିନ୍ଧିବେ ନାହିଁ । ତାଙ୍କ ପାଇଁ ୧୦୦ ବର୍ଷ ପୁରୁଣା ଅନ୍ୟ ଏକ ମୁକୁଟ ମରାମତି କରାଯାଇଥିବା ଲଣ୍ଡନ ସ୍ଥିତ ବଙ୍କିମହାମ୍ ପ୍ୟାଲେସ ପକ୍ଷରୁ ସୂଚନା ମିଳିଛି ।