Odia News Portal

ବ୍ରିଜ୍ ଉପରୁ ଖସି ବସ୍ତି ଉପରେ ପଡିଲା କାର୍, ଅଳ୍ପେକେ ବଞ୍ଚିଗଲେ ଡ୍ରାଇଭର

ରାଜଧାନୀରେ ମର୍ମନ୍ତୁଦ ଦୁର୍ଘଟଣା । ଭୁବନେଶ୍ବର ଶିଶୁ ଭବନ ଓଭର ବ୍ରିଜରେ ବ୍ୟାରିକେଡରେ଼ ପିଟି ହୋଇ ୧୦ ଫୁଟ ତଳକୁ ଖସି ପଡ଼ିଥିଲା କାର । ତଳେ ଥିବା ଗଛରେ ପିଟି ହୋଇ ଏକ ଘର ଉପରକୁ ଛିଟିକି ପଡ଼ିଥିଲା କାର । ଅଳ୍ପକେ ବର୍ତ୍ତିଯାଇଛନ୍ତି କାର୍ ଚାଳକ ଓ ଘରେ ଥିବା ଲୋକେ । ସକାଳୁ ସକାଳୁ ଘଟିଛି ଦୁର୍ଘଟଣା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।