Odia News Portal

ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଭେଟି

ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଭେଟି । ଅକ୍ଷୟ ତୃତୀୟା ଅବସରରେ ପ୍ରତ୍ୟକ ଚାଷୀଙ୍କୁ ଭେଟି ଦେବେ ରାଜ୍ୟ ସରକାର | ପ୍ରତ୍ୟେକ କାଳିଆ ହିତାଧିକାରୀଙ୍କୁ ମିଳିବ ୨ ହଜାର ଟଙ୍କା । ଏନେଇ ଘୋଷଣା କଲେ ରାଜ୍ୟ ସରକାର । ୨୦୧୮ରୁ ଚାଷୀଙ୍କ ପାଇଁ ଆରମ୍ଭ ହୋଇଥିବା ଏହି ଯୋଜନାରେ ବର୍ତ୍ତମାନ ସୁଦ୍ଧା ୫୩ ଲକ୍ଷରୁ କ୍ଷୁଦ୍ର, ନାମମାତ୍ର ଏବଂ ଭୂମିହୀନ ଚାଷୀ ସିଧାସଳଖ ଉପକୃତ ହୋଇଛନ୍ତି ।

ଯାହା ସିଧାସଳଖ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା । ଗତବର୍ଷ ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କୁ କାଳିଆ ଟଙ୍କା ଦେଇଥିଲେ ସରକାର ।