Odia News Portal

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖାଯାଇଛି । ଚାଲିଥିବା କାର୍ଯ୍ୟକୁ ସ୍ଥଗିତ ରଖିବା ପାଇଁ ଏହି ଚିଠି ଲେଖିଛି ଓଘଞଇଉଐ । ମାମଲା ହାଇକୋର୍ଟରେ ବିଚାରଧୀନ ଥିବାରୁ କାମକୁ ସ୍ଥଗିତ ରଖାଯାଉ ବୋଲି କହିଛି ଓଘଞଇଉଐ । ଶ୍ରୀମନ୍ଦିର ସୁରକ୍ଷା ନେଇ ଭକ୍ତଙ୍କ ମଧ୍ୟରେ ଉଦବେଗ ରହିଛି । ରାୟ ଆସିବା ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟକୁ ସ୍ଥଗିତ ରହିଲେ ପ୍ରକଳ୍ପ ପାଇଁ ଅସୁବିଧା ନାହିଁ ବୋଲି ଚିଠିରେ ଉଲ୍ଲେଖ ରହିଛି ।