Odia News Portal

ବିପଦ ଟଳିନି,ମାସ୍କ ପିନ୍ଧନ୍ତୁ: ମୁଖ୍ୟମନ୍ତ୍ରୀ

ବିପଦ ଟଳିନି କରୋନା ଏପର୍ଯ୍ୟନ୍ତ ଯାଇନାହିଁ, ସମସ୍ତେ ମାସ୍କ ପିନ୍ଧନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ ଯୋଗେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି ।
ସେ ତାଙ୍କ ଟୁଇଟ ରେ ନିଜେ ସୁରକ୍ଷିତ ରହିବା ସହିତ ଅନ୍ୟ ମାନଙ୍କୁ ସୁରକ୍ଷିତ ରଖିବା ପାଇଁ ଅନୁରୋଧ କରିଛନ୍ତି ।