Odia News Portal

ଜନ୍ମାଷ୍ଟମୀ ଉପଲକ୍ଷେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ

ଆଜି ପବିତ୍ର ଜନ୍ମାଷ୍ଟମୀ। ପବିତ୍ର ଜନ୍ମାଷ୍ଟମୀ ଉପଲକ୍ଷେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଭୁ ଶ୍ରୀକୃଷ୍ଣଙ୍କ ଅପାର କରୁଣା ଓ ଆଶୀର୍ବାଦରୁ ପ୍ରତିଟି ଜୀବନ ସୁଖ, ସମୃଦ୍ଧିରେ ପରିପୂର୍ଣ୍ଣ ହେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।