Odia News Portal

ଆଜି ପବିତ୍ର ଅକ୍ଷୟ ତୃତୀୟା: ରାଜ୍ୟର ସମସ୍ତ ଚାଷୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ପବିତ୍ର ଅକ୍ଷୟ ଓ କୃଷକ ଦିବସରେ ତୃତୀୟାରେ ସମସ୍ତ ଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ଅଖିମୁଠି ଅନୁକୂଳ ଶୁଭଙ୍କର ହେଉ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ଚାଷୀ ଭାଇଭଉଣୀଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।