ଆଜି ରଥାରୂଢ଼ ମହାପ୍ରଭୁଙ୍କ ପବିତ୍ର ସୁନାବେଶ । ଏହି ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନିକଟରେ ସମସ୍ତଙ୍କ ସୁଖ ଓ କଲ୍ୟାଣମୟ ଜୀବନ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।
Recover your password.
A password will be e-mailed to you.