ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଶୀର୍ବାଦରୁ ପ୍ରତ୍ୟେକଟି ଜୀବନ ମଙ୍ଗଳମୟ ହେଉ ବୋଲି ମୁଖ୍ୟମନ୍ତ୍ରୀ ନିଜ ବାର୍ତ୍ତାରେ କହିଛନ୍ତି।
Recover your password.
A password will be e-mailed to you.