Odia News Portal

କମୁଛି ମୃତ୍ୟୁ ହାର, ଆଜି ୫…..

ଭୁବନେଶ୍ବର()   ଆଜି ୩୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୭୪୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ପୁରୀରୁ ସର୍ବାଧିକ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧା ଓ ଜଗତସିଂପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି