Odia News Portal

ଓଡିଶାରେ ଗତ ୨୪ ଘଣ୍ଟାରେ ୩୩୨୯ କରୋନା ଆକ୍ରାନ୍ତ ଚିହ୍ନଟ

ଓଡିଶାରେ ଗତ ୫ ଦିନ ହେଲା ୫ହଜାର ତଳେ ରହୁଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୩ ହଜାର ୩୨୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୬୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଆକ୍ଟିଭ୍ କେସ୍ ରହିଛି ୪୭ ହଜାର ୨୧୦। ତେବେ ଗତ ୨୪ ଘଣ୍ଟାରେ ଓଡିଶାରେ ୧୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।