ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ କରୋନା ଚିହ୍ନଟ ହୋଇଛନ୍ତି
ଏହାକୁ ମିଶାଇ ମୋଟ ୧୦୫୧୪୧୪ ରେ ପହଂଚିଛନ୍ତି । ସଂକ୍ରମିତ ମଧ୍ୟରୁ ୨୧ ଜଣ ୧୮ ବର୍ଷ ବୟସରୁ କମ୍ ରହିଛନଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୮୬ଜଣ, କୋରାପୁଟ ଜିଲ୍ଲାରୁ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୯ଜଣ, ପୁରୀ ଜିଲ୍ଲାରୁ ୫ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ ପୁଲ୍ରୁ ୧୯ଜଣ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୧୪୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୦୦୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୦୯୨୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୩୫୭୭୮୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।
ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ କରୋନା ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ୧୦୫୧୪୧୪ ରେ ପହଂଚିଛନ୍ତି । ସଂକ୍ରମିତ ମଧ୍ୟରୁ ୨୧ ଜଣ ୧୮ ବର୍ଷ ବୟସରୁ କମ୍ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ ଜଣ । ବରଗଡ ଜିଲ୍ଲାରୁ ୩ ଜଣ । ଭଦ୍ରକ ଜିଲ୍ଲାରୁ ଜଣେ । କଟକ ଜିଲ୍ଲାରୁ ୪ ଜଣ । ଦେଓଗଡ ଜିଲ୍ଲାରୁ ଜଣେ । ଢେଙ୍କାନାଳ ଜିଲ୍ଲାରୁ ୨ ଜଣ । ଗଜପତି ଜିଲ୍ଲାରୁ ୩ ଜଣ । ଜଗତସଂହପୁର ଜିଲ୍ଲାରୁ ୨ ଜଣ ।ଯାଜପୁର ଜିଲ୍ଲାରୁ ୭ ଜଣ । ଝାରସୁଗୁଡା ଜିଲ୍ଲାରୁ ଜଣେ । ଖୋର୍ଦ୍ଦା ଜିଲ୍ଲାରୁ ୮୬ ଜଣ । କୋରାପୁଟ ଜିଲ୍ଲାରୁ ଜଣେ । ମୟୁରଭଂଜ ଜିଲ୍ଲାରୁ ୧୯ ଜଣ । ପୁରୀ ଜିଲ୍ଲାରୁ ୫ ଜଣ । ସୁନ୍ଦରଗଡ ଜିଲ୍ଲାରୁ ୭ ଜଣ ରହିଛନ୍ତି ।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦୫୧୪୧୪ କୋରନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୦୦୧ଟି କେସ ଆକ୍ଟିଭ ରହିଥିବା ବେଳେ । ୧୦୪୦୯୨୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୩୫୭୭୮୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।
