Odia News Portal

ଭୁବନେଶ୍ୱରରୁ ଆଉ ୩୫୧ କରୋନା ଆକ୍ରାନ୍ତ ଚିହ୍ନଟ, ୨୩୮ ଲୋକାଲ କେସ

ଭୁବନେଶ୍ୱର() ଆଜି  ଭୁବନେଶ୍ୱରରୁ ୩୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୩୫୧ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୧୩ ଓ ସ୍ଥାନୀୟ ଅଞ୍ଚଳରୁ ୨୩୮ ଜଣ ଚିହ୍ନଟ ହୋଇଛନ୍ତି ।  ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୧୬୫୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୯୦୧ ଜଣ ସୁସ୍ଥ ହୋଇଛନ୍ତି ଓ ୬୪ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୪୬୧୩ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।