Odia News Portal

ଡିଏଲ ଓ ଲର୍ଣ୍ଣିିଂ ଟେଷ୍ଟ ବାତିଲ

ଭୁବନେଶ୍ୱର :- କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସମସ୍ତ ଡ୍ରାଇଭିଂ ଲାଇସେନ୍ସ ଓ ଲର୍ଣ୍ଣିଂ ଲାଇସେନ୍ସ ଟେଷ୍ଟକୁ ବାତିଲ କରିଛି ରାଜ୍ୟ ପରିବହନ ବିଭାଗ ।  ଆସନ୍ତା ୨୨ ତାରିଖରୁ ପରବର୍ତୀ ନିଦେ୍ର୍ଦଶ ଯାଏଁ ବିଭିନ୍ନ ଆରଟିଓରେ ହେବାକୁ ଥିବା ଡ୍ରାଇଭିଂ ଲାଇସେନ୍ସ ଓ ଲର୍ଣ୍ଣିଂ ଲାଇସେନ୍ସ ଟେଷ୍ଟକୁ ବାତିଲ କରାଯାଇଛି  । ଜନସାଧାରଣଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତି ନିଆଯାଇଛି ।
ଏ ବାବଦରେ ସୋସିଆଲ ମିଡ଼ିଆରେ ଲୋକଙ୍କୁ ସୂଚିତ କରିବାକୁ ପରିବହନ ବିଭାଗ ପକ୍ଷରୁ ସମସ୍ତ ଆରଟିଓଙ୍କୁ ନିଦେ୍ର୍ଦଶ ଦିଆଯାଇଛି  ।