ହାଇସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇବା ମାମଲା । ପରିବହନ ବିଭାଗ ଠାରୁ ଜବାବ ମାଗିଲେ ହାଇକୋର୍ଟ । ସମୟସୀମା ବୃଦ୍ଧି କରିହେବ କି ନାହିଁ ଜଣାଇବାକୁ ନିର୍ଦ୍ଦେଶ । ଭିତ୍ତିଭୂମି ନଥାଇ ଡେଡଲାଇନ୍ କିଭଳି ବୋଲି ପଚାରିଲେ ହାଇକୋର୍ଟ । ନମ୍ବର ପ୍ଲେଟ ମାମଲା ନେଇ ହାଇକୋର୍ଟ ଯାଇଥିଲେ ୨ ବସ୍ ମାଲିକ । ସରକାର ଭିତ୍ତିଭୂମି ନକରି ଡେଡଲାଇନ୍ ଦେଇଥିବା ଜଣାଇଥିଲେ । ମାମଲାର ଶୁଣାଣି କରି ପରିବହନ ବିଭାଗକୁ ଜବାବ ମାଗିଲେ କୋର୍ଟ ।