Odia News Portal

କେନ୍ଦ୍ର କର୍ମଚାରୀଙ୍କ ମହାଙ୍ଗା ଭତ୍ତା ବୃଦ୍ଧି

କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି । କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କର ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି କଲେ କେନ୍ଦ୍ର ସରକାର । ମହାଙ୍ଗା ଭତ୍ତା ବୃଦ୍ଧି ନେଇ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି ହୋଇଛି । ଗତ ଜୁଲାଇ ପହିଲାରୁ ପିଛିଲା ଭାବରେ ଲାଗୁ ହେବ । ୪୭ ଲକ୍ଷରୁ ଅଧିକ କର୍ମଚାରୀ ୬୮ ଲକ୍ଷରୁ ଅଧିକ ପେନସନ ଭୋଗୀ ଏହାଦ୍ୱାରା ଉପକୃତ ହେବେ ।