Odia News Portal

ବାରବାଟୀରେ ମୁହାଁମୁହିଁ ହେବେ ଭାରତ ଓ ଦକ୍ଷିଣ ଆଫ୍ରିକା, ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ

ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ । ବାରବାଟୀ ଟିଟ୍ବେଣ୍ଟି ପାଇଁ ଅନଲାଇନ୍ ମାଧ୍ୟମରେ ଟିକେଟ କିଣିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି ।  OCA ସଭାପତି ପଙ୍କଜ ଲୋଚନ ମହାନ୍ତି ଓ ସମ୍ପାଦକ ସଞ୍ଜୟ ବେହେରା ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ଭେଟି ଟିକେଟ ପ୍ରଦାନ କରିଛନ୍ତି ।  ଆସନ୍ତା ଡିସେମ୍ବର ୯ ତାରିଖରେ କଟକ ବାରବାଟୀରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ହାଇଭୋଲଟେଜ ଲଢେଇ ।