Odia News Portal

କମଳା ପୂଜାରୀ ଅସୁସ୍ଥ

ଜୟପୁର: ପଦ୍ମଶ୍ରୀ ପୁରସ୍କାର ଲାଗି ମନୋନୀତ ହୋଇଥିବା କମଳା ପୂଜାରୀ ଅସୁସ୍ଥ ହୋଇ ପଡ଼ିଛନ୍ତି। ତାଙ୍କୁ ଜୟପୁର ସ୍ଥିତ ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତାଙ୍କର ରକ୍ତଚାପ ବଢ଼ି ଯାଇଥିବା ଡାକ୍ତରଖାନା ସୂତ୍ରରୁ ଜଣାପଡ଼ିଛି।