ଜୁଲାଇ ୨୦ରୁ JEE ମେନ୍ ପରୀକ୍ଷା By swadhikarnews Last updated Jul 6, 2021 ଭୁବନେଶ୍ୱର: ଜୁଲାଇ ୨୦ରୁ ୨୫ ମଧ୍ୟରେ ଜେଇଇ ମେନ୍ ସେସନ-୩ ପରୀକ୍ଷା । ଜେଇଇ ସେସନ-୪ ପରୀକ୍ଷା ଜୁଲାଇ ୨୭ରୁ ଅଗଷ୍ଟ ୨ ମଧ୍ୟରେ ହେବ । ଆଜି ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶକଙ୍କ । EducationJEE Mainswadhikar Share