Odia News Portal

ଆଜି ଜଗାକୁ ଦେଖିବାକୁ ବଡ ଦାଣ୍ଡରେ ପ୍ରବଳ ଭିଡ

ଜଗନ୍ନାଥଙ୍କ ଦର୍ଶନ ଉପରେ ୧୦ ତାରିଖରୁ କଟକଣା ଲାଗିବା ପରେ ଆଜି ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ବଡ଼ଦାଣ୍ଡରେ ଭକ୍ତଙ୍କ ଲମ୍ବା ଧାଡ଼ି ଲାଗି ରହିଛି। ଶନିବାରରେ ଦୂରଦୂରାନ୍ତରୁ ଶ୍ରଦ୍ଧାଳୁ ଶ୍ରୀଜିଉଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏ ନେଇ ଶ୍ରୀମନ୍ଦିର ଉତ୍ତର ଦ୍ୱାରରେ ଗହଳି ପରିଲକ୍ଷିତ ହୋଇଛି।