ରାଉରକେଲାରେ ବଡ଼ ଧରଣର ବିମାନ ଦୁର୍ଘଟଣା । ଅବତରଣ କଲା ବେଳେ କ୍ରାସ କଲା ବିମାନ । ଭୁବନେଶ୍ବରରୁ ରାଉରକେଲା ଆସୁଥିଲା ଯାତ୍ରୀବାହୀ ବିମାନ । ରାଉରକେଲାରେ ବିମାନ କ୍ରାସ୍ ୬ ଆହତ । ରାଉରକେଲା ରଘୁନାଥପାଲିରେ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ । ଜଲଦା ଏ ବ୍ଲକରେ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ । ଦୁର୍ଘଟଣାର ୬ ଜଣ ଆହତ ହୋଇଥିବା କହିଲେ ପରିବହନ ମନ୍ତ୍ରୀ । ୯ ସିଟର ବିମାନ ରାଉରେକଲାରୁ ଭୁବନେଶ୍ବର ଆସିଥିଲା । ୧୦ କିମି ଉଡାଣ ପରେ ଦୁର୍ଘଟଣା ହୋଇଥିବା କହିଲେ ମନ୍ତ୍ରୀ ।
ଭୁବନେଶ୍ବରରୁ ରାଉରକେଲା ଆସୁଥିଲା ଯାତ୍ରୀବାହୀ ବିମାନ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଦୁର୍ଘଟଣା ହୋଇଥିବା ସୂଚନା । ବିମାନରେ ଥିବା ଯାତ୍ରୀମାନେ ସୁରକ୍ଷିତ ଅଛନ୍ତି । ୪ ଯାତ୍ରୀ ଓ ୨ କ୍ରିଉ ମେମ୍ବର ଆହତ ହୋଇଥିବା ସୂଚନା ମିଳିଛି । ଦୁର୍ଘଟଣାସ୍ଥଳକୁ ଯାଉଛନ୍ତି ଉଦ୍ଧାରକାରୀ ଦଳ ଓ ଅଗ୍ନିଶମବାହିନୀ
