Odia News Portal

ଉପରାଷ୍ଟ୍ରପତିଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର: ଭାରତର ଉପରାଷ୍ଟ୍ରପତି ଭେଙ୍କେୟା ନାଉଡୁଙ୍କ ଜନ୍ମଦିନ । ଏହି ଅବସରରେ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଜ ଟ୍ୱିଟର ହ୍ୟାଣ୍ଡେଲ ଜନ୍ମଦିନର ଶୁଭେଚ୍ଛା ଜଣାଇଥିବା ଦେଖିବାକୁ ମିଳିଛି । ତେବେ ଉପରାଷ୍ଟ୍ରପତି ୭୨ ବର୍ଷରେ ପାଦ ଥାପିଛନ୍ତି । ବିଜେପି ସରକାରରେ ସେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରୀ ପଦରେ ରହିବା ସହ ଅନେକଥର ବିଜୟ ହୋଇଛନ୍ତି । ତେବେ ତାଙ୍କ ଜନ୍ମଦିନରେ ଆମ ସ୍ୱାଧିକାର ନ୍ୟୁଜ୍ ପକ୍ଷରୁ ହାର୍ଦ୍ଧିକ ଶୁଭେଚ୍ଛା ଓ ଶୁଭକାମନା ।