Odia News Portal

ଓଡିଶାରେ ପହଞ୍ଚିଲା ୧ ଲକ୍ଷ କୋଭିସିଲ୍ଡ ଟିକା

ଭୁବନେଶ୍ୱର: ଓଡିଶାକୁ ଆସି ପହଞ୍ଚିଛି ଆଉ ୧ ଲକ୍ଷ କୋଭିସିଲ୍ଡ ଟିକା ।ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ ଦ୍ୱାରା ଆଜି ଟିକା ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛି । ୧୮ରୁ ୪୪ ବର୍ଷ ଲୋକଙ୍କ ପାଇଁ ଏହି ଟିକା ଭୁବନେଶ୍ୱରକୁ ପଠାଯାଇଛି । ତେବେ ଏହା ପୂର୍ବରୁ ମଧ୍ୟ ଭୁବନେଶ୍ୱରକୁ ଟିକା ପଠାଇ ସାରିଛି ସେରମ ଇନଷ୍ଟିଚ୍ୟୁଟ ।