Odia News Portal

ପଦ୍ମପୁର ଉପନିର୍ବାଚନ : ବିଜେଡିର ୪୦ ଜଣ ଷ୍ଟାର ପ୍ରଚାରକଙ୍କ ନାମ ଘୋଷଣା

ପଦ୍ମପୁର ଉପନିର୍ବାଚନ ପାଇଁ ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ । ଷ୍ଟାର ପ୍ରଚାରକ ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେଡି ପକ୍ଷରୁ ଜାରି ଷ୍ଟାର ପ୍ରଚାରକ ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ବ୍ୟତୀତ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଅତନୁ ସବ୍ୟସାଚୀ ନାୟକ, ପ୍ରତାପ କେଶରୀ ଦେବ, ନିରଞ୍ଜନ ପୂଜାରୀ, ପ୍ରତାପ ଜେନା, ସୁଶାନ୍ତ ସିଂହ, ରାଜେନ୍ଦ୍ର ଢ଼ୋଲକିଆ, ପ୍ରସନ୍ନ ଆଚାର୍ଯ୍ୟ, ଦେବୀପ୍ରସାଦ ମିଶ୍ର, ଶ୍ରୀମୟୀ ମିଶ୍ର, ସ୍ନେହାଙ୍ଗିନୀ ଛୁରିଆ,ସମୀରରଂଜନ ଦାଶ, ଦିବ୍ୟଶଙ୍କର ମିଶ୍ର , ପ୍ରତାପ ଜେନା, ଡକ୍ଟର ଅରୁଣ ସାହୁ, ରବୀନ୍ଦ୍ର କୁମାର ଜେନା, ସୁଧୀର ସାମଲ, ସାରଦା ନାୟକ, ନବ ଦାସ, ପୁଷ୍ପେନ୍ଦ୍ର ସିଂଦେଓ, କଳିକେଶ ନାରାୟଣ ସିଂଦେଓ, ଟୁକୁନି ସାହୁ, ରୀତା ସାହୁ, ମନୋହର ରନ୍ଧାରୀ, ବିଭୂତି ବଳବନ୍ତରାୟ, ଦେବେଶ ଆଚାର‌୍ୟ୍ୟ, ରମେଶ ମାଝି, ପ୍ରଶାନ୍ତ ମୁଦୁଲି, ଚନ୍ଦ୍ରସାରଥୀ ବେହେରା, ପ୍ରଦୀପ ମାଝି, ବିକ୍ରମ ପଣ୍ଡା, ଅଳକା ମହାନ୍ତି, ଡାକ୍ତର ରାସେଶ୍ବରୀ ପାଣିଗ୍ରାହୀ, ବ୍ରଜ କିଶୋର ପ୍ରଧାନ, ରାଜେନ୍ଦ୍ର କୁମାର ସାହୁ, ଆକାଶ ଦାସ ନାୟକ, ସତ୍ୟବ୍ରତ ତ୍ରିପାଠୀ ଓ ଅରିନ୍ଦମ ରାୟଙ୍କ ସମେତ ମୋଟ ୪୦ଜଣଙ୍କୁ ସାମିଲ କରାଯାଇଛି । ତାଲିକାରେ ନାହାନ୍ତି ମନ୍ତ୍ରୀ ପ୍ରମିଳା ମଲ୍ଲିକ ଓ ସାଂସଦ ଅନୁଭବ ମହାନ୍ତି , ବିଧାୟକ ପ୍ରଣବ ବଳବନ୍ତରାୟ ଓ ବ୍ୟୋମକେଶ ରାୟ ।