Odia News Portal

ପୋଲିସ- ମାଓବାଦୀ ମଧ୍ୟରେ ଗୁଳିବିନିମୟ, ଟଳିଲେ ୨ ମାଓବାଦୀ

ଛତିଶଗଡ଼ ଵିଜାପୁର ଜିଲ୍ଲାରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ ।  ପୋଲିସର ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ ।  DRG, STF ଏବଂ CRPF କୋବ୍ରା ଜବାନ ଅପରେସନ ବେଳେ ଏହି ସଫଳତା ମିଳିଛି ।  ଘଟଣା ସ୍ଥଳରେ ମାଓ ସଂଗଠନ ର ଶିର୍ଷ ନେତା ପାପା ରାଓ ଥିବା ସୂଚନା ।  ଏବେ ବି ଗୁଳିବିନିମୟ ଜାରି ରହିଛି ।