Odia News Portal

ବୁର୍ଲା ଭିସୁଟରେ ରାଗିଂ ଅଭିଯୋଗ

ବୁର୍ଲା ଭିସୁଟରେ ରାଗିଂ ଅଭିଯୋଗ । ଭିସୁଟର ଜଣେ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ଚତୁର୍ଥ ବର୍ଷର କିଛି ଛାତ୍ର ରାଗିଂ କରିଥିବା ଅଭିଯୋଗ ହୋଇଛି । ଏନେଇ ଛାତ୍ର ଜଣକ ଥାନାରେ ଅଭିଯୋଗ କଲା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ସୂଚନା ଅନୁସାରେ ଛାତ୍ର ଜଣକ ନିଜ ହଷ୍ଟେଲ ରୁମରେ ଶୋଇଥିବାବେଳେ କିଛି ଚତୁର୍ଥ ବର୍ଷ ବା ଶେଷ ବର୍ଷର ଛାତ୍ର ହଷ୍ଟେଲ ରୁମରେ ପଶି ଆସି ରାଗିଂ କରିବା ସହ ପ୍ରବଳ ମାଡ ମାରିଥିଲେ ।