Odia News Portal

କାଲି ୯ ଜିଲ୍ଲାରେ ଝଡବର୍ଷା

ବଜ୍ରପାତ ସହ ଝଡବର୍ଷା ନେଇ କାଲି ପାଇଁ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର , ନୂଆପଡା, ରାୟଗଡା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଚ ଜିଲ୍ଲାକୁ ସତର୍କ ସୂଚନା । ୟେଲୋ ୱାର୍ଣ୍ଣିଂ ନେଇ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଏସଆରସି ଚିଠି ଲେଖିଛନ୍ତି । ବଜ୍ରପାତ ଓ ବର୍ଷା ନେଇ ଅଘଟଣ ଉପରେ ନଜର ରଖିବାକୁ ପରାମର୍ଶ ଦେଇଛନ୍ତି ଏସଆରସି