ଓଡିଶାରେ ଖାଲି ପଡିଥିବା ରାଜ୍ୟସଭା ଆସନ ପାଇଁ ଆଜି ନିର୍ବାଚନ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ଏଥିସହିତ ଆଜିଠାରୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା 31 ତାରିଖ ଯାଏଁ ପ୍ରାର୍ଥୀମାନେ ସେମାନଙ୍କ ନାମାଙ୍କନ ଦାଖଲ କରିପାରିବେ ।
Recover your password.
A password will be e-mailed to you.