Odia News Portal

ଜୁନ୍ ୨୬ରେ ଖୋଲିବ ସ୍କୁଲ

ଭୁବନେଶ୍ବର()   ବଢିଲା ଖରାଛୁଟି । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଖରାଛୁଟି ଜୁନ୍ ୨୫ ଯାଏଁ ବଢ଼ିଛି। ତେବେ ଗ୍ରୀଷ୍ମ ଛୁଟିକୁ ୨୫ ତାରିଖ ପର୍ୟ୍ୟନ୍ତ ବୃଦ୍ଧି କରିବା ଲାଗି ସରକାର ନିଷ୍ପତ୍ତି ନେଇଥିବା ଗଣଶିକ୍ଷା ସଚିବ ପ୍ରଦୀପ ମହାପାତ୍ର ସୂଚନା ଦେଇଛନ୍ତି ।