Odia News Portal

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ଆରମ୍ଭ ହୋଇଛି ମତଦାନ। ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହେଉଥିବା ବେଳେ ୧୨୦୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ। ଏହି ପ୍ରାର୍ଥୀଙ୍କ ରାହୁଲ ଗାନ୍ଧୀ, ଓମ୍‌ ବିର୍ଲା, ହେମାଳିନୀ, ଶଶି ଥରୁର୍‌,ରାଜୀବ ଚନ୍ଦ୍ରଶେଖର, ଅରୁଣ ଗୋଭିଲଙ୍କ ଆଜି ଭାଗ୍ୟ ନିର୍ଦ୍ଧାରଣ ହେବ।