Odia News Portal

ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି,୫ ଘଣ୍ଟା ଦର୍ଶନ ବନ୍ଦ

ଆସନ୍ତାକାଲି ହେବ ଶ୍ରୀଜିଉଙ୍କ ବନକଲାଗି। ଦ୍ୱିତୀୟ ଭୋଗମଣ୍ଡପ ସରିବା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଶ୍ରୀମୁଖ ଶ୍ରିଙ୍ଗାର କରାଯିବାକୁ ନିଷ୍ପତ୍ତି ହୋଇଥିବା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏଥିପାଇଁ ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ରାତି ୧୧ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ବନକଲାଗି ପାଇଁ ଦିନ ବାରକୁ ନେଇ ଦତ୍ତ ମହାପାତ୍ର ସେବକ ଓ ଶ୍ରୀମନ୍ଦିର ପ୍ରଶାସନର ମଧ୍ୟରେ ବିବାଦ କରାଣରୁ ଗତ ନିଳାଦ୍ରୀ ବିଜେପରଠାରୁ ଆଉ