ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସୁପ୍ରିମକୋର୍ଟରେ ମାମଲା ପ୍ରସଙ୍ଗ । ଉଭୟ ଆବେଦନକାରୀଙ୍କ ମାମଲା ଋ଼ କଲେ ସୁପ୍ରମକୋର୍ଟ । ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ କାମ ଚାଲିଥିବାରୁ ମାମଲା ରଦ୍ଦ । ମାମଲା ରଦ୍ଦ ସହ ଉଭୟ ପିଟିସନରଙ୍କ ଉପରେ ଜରିମାନା । ଉଭୟଙ୍କ ଉପରେ ୧ ଲକ୍ଷ ଟଙ୍କା ଲେଖାଏଁ ଜରିମାନା କଲେ କୋର୍ଟ । କୋର୍ଟଙ୍କ ବହୁମୂଲ୍ୟ ସମୟ ଅଯଥା ନଷ୍ଟ କରିଥିବାରୁ ଜରିମାନା ।
