Odia News Portal

ସେମିରେ ସିଦ୍ଧୁ

ଟୋକିଓ: ଟୋକିଓ ଅଲିମ୍ପିକ୍ସରେ ଭାରତ ଲାଗି ଖୁସି ଖବର । ପଦକ ଆଡ଼କୁ ଆଉ ଏକ ପାଦ ଆଗେଇଛନ୍ତି ପି.ଭି. ସିନ୍ଧୁ ।ଟୋକିଓ ଅଲିମ୍ପିକ୍ସର ସେମିଫାଇନାଲରେ ପହଞ୍ଚିଛନ୍ତି । କ୍ୱାର୍ଟର ଫାଇନାଲରେ ସିନ୍ଧୁ ଜାପାନର ଅକାନେ ୟାମାଗୁଚିଙ୍କୁ ୨୧-୧୩, ୨୨-୨୦ ରେ ହରାଇ ଅନ୍ତିମ ୪ରେ ନିଜ ସ୍ଥାନ ପକ୍କା କରିଛନ୍ତି ।