Odia News Portal

ଟ୍ରେନ୍ ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୨୮୮: ପ୍ରଦୀପ ଜେନା

ବାହାନଗା ଟ୍ରେନ୍ ଟ୍ରାଜେଡି ମୃତ୍ୟୁ ସଂଖ୍ୟା ୨୮୮ ହୋଇଥିବା ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ସମସ୍ତ ପ୍ରକାର ଯାଞ୍ଚ ପରେ ଚୂଡାନ୍ତ ମୃତ୍ୟୁ ସଂଖ୍ୟା ୨୮୮ ହୋଇଛି । ମୃତ୍ୟୁୁ ସଂଖ୍ୟା ୨୮୮ ନେଇ ସ୍ପଷ୍ଟ କଲେ ମୁଖ୍ୟ ଶାସନ ସଚିବ ।  ଜିଲ୍ଲାପାଳଙ୍କ ଚୂଡାନ୍ତ ରିପୋର୍ଟ ଆଧାରରେ ମୁଖ୍ୟ ସଚିବଙ୍କ ସୂଚନା । ଭୁବନେଶ୍ୱରକୁ ଆସିଥିଲା ମୋଟ ୧୯୩ଟି ମୃତଦେହ ଉଦ୍ଧାର ହୋଇଛନ୍ତି ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା  ।