Odia News Portal

ସୁମିତଙ୍କ ବେଡରୁମରେ ରହିବେ ବୋଲି ଜିଦ୍ଦି ଧରିଲେ ତପସ୍ୱିନୀ

ଶାଶୁଘର ବ୍ରହ୍ମପୁର ବ୍ରହ୍ମାନଗରର ଗଣେଶ ନିବାସରେ ତପସ୍ୱିନୀଙ୍କୁ ରହିବାକୁ ଗଞ୍ଜାମ ଜିଲା ଜଜ କୋର୍ଟ ରାୟ ଶୁଣାଇଥିଲେ। କୋର୍ଟଙ୍କ ରାୟ ପରେ ବି ମଙ୍ଗଳବାର ରାତିରେ ତପସ୍ୱିନୀ ସୁମିତଙ୍କ ଘରର ଗ୍ୟାରେଜରେ ରାତି କାଟିଛନ୍ତି । ସୁମିତଙ୍କ ପରିବାର ପକ୍ଷରୁ ତାଙ୍କୁ ରହିବାକୁ ଯେଉଁ ଘର ଦିଆ ଯାଇଥିଲା, ତାହା ଜଣେ ମହିଳା ପାଇଁ ରହିବାକୁ ଠିକ୍ ନଥିଲା ବୋଲି ତପସ୍ୱିନୀ ଅଭିଯୋଗ କରିଛନ୍ତି।