ରାଜ୍ୟ ମନ୍ତ୍ରିମଣ୍ଡଳରେ ଅଦଳବଦଳ ଚର୍ଚ୍ଚା ମଧ୍ୟରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଇସ୍ତଫା ଦେଇଛନ୍ତି ।
ଉପବାଚସ୍ପତିଙ୍କୁ ସେ ନିଜ ଇସ୍ତଫା ପତ୍ର ପଠାଇ ଦେଇଥିବା ସୂଚନା ମିଳିଛି । ମନ୍ତ୍ରିମଣ୍ଡଳ ଅଦଳବଦଳ ଚର୍ଚ୍ଚା ଭିତରେ ଏହି ଇସ୍ତଫା ଖବର ସାମ୍ନାକୁ ଆସିଛି।
Recover your password.
A password will be e-mailed to you.