Odia News Portal

୯୮ ବର୍ଷ ବୟସରେ ଆଖି ବୁଜିଲେ ସ୍ୱାମୀନାଥନ

ବିଶିଷ୍ଟ କୃଷି ବିଜ୍ଞାନୀ ଏମ ଏସ ସ୍ୱାମୀନାଥନ୍‌ଙ୍କ ପରଲୋକ ଘଟିଛି। ଚେନ୍ନାଇରେ ୯୮ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ସବୁଜ ବିପ୍ଲବର ଜନକ ଥିଲେ ଏମ ଏସ ସ୍ବାମୀନାଥନ । କୃଷି କ୍ଷେତ୍ରରେ ସ୍ବାମୀନାଥନଙ୍କ ରହିଛି ଉଲ୍ଲେଖନୀୟ ଅବଦାନ।