ଭୁବନେଶ୍ୱର() ୧୦ରୁ ଊର୍ଧ୍ୱ ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡିକ ହେଲା ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବୌଦ୍ଧ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ । ଏହି ସବୁ ଜିଲ୍ଲାବାସୀଙ୍କୁ ସନ୍ଧ୍ୟା ପରେ ଘରୁ ନବାହାବରକୁ ପରାମର୍ଶ ଦିଆଯାଇଛି ।